ଆଜିର ଖବର ଏନସିପି ସଭାପତି ପଦରୁ ଇସ୍ତଫା ପ୍ରତ୍ୟାହାର କଲେ ଶରଦ ପାୱାର ନୂଆଦିଲ୍ଲୀ: ଶରଦ ପାୱାର ଏନସିପି ସଭାପତି ପଦରୁ ଇସ୍ତଫା ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ସେ ଏନସିପିର ସଭାପତି ରହିବେ। ଆଜି ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀ କରି…