ଆଜିର ଖବର ଭୁବନେଶ୍ବରରେ ଶେଷ ହେଲା ଦୁଇ ଦିନିଆ ନ୍ୟାସନାଲ୍ ଗ୍ରୀନ୍ ମେଟାଲ୍ କନଫରେନ୍ସ ୨୦୨୪ ଭୁବନେଶ୍ବର: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶା ଓ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରାଳୟର ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ (ବିପିଏନ୍ଏସ୍ଆଇ)ର ସହିତ ମିଳିତ ସହଯୋଗରେ…