ଆଜିର ଖବର ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ମହାମହିମ ବେଞ୍ଜାମିନ ନେତାନ୍ୟାହୁଙ୍କ ସହିତ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଚାଲିଥିବା ଇସ୍ରାଏଲ୍ – ହମାସ…