ବିଶେଷ ଖବର ଇସ୍ରାଏଲ ସ୍ୱାଧୀନତା ଦିବସରେ ମଶାଲ ପ୍ରଜ୍ୱଳନ ପାଇଁ ମୋଦୀଙ୍କୁ ନେତାନ୍ୟାହୁଙ୍କ ଆମନ୍ତ୍ରଣ ନୂଆଦିଲ୍ଲୀ: ଭାରତ ଓ ଇସ୍ରାଏଲ ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ସାମ୍ନାକୁ ଆସିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…