ଆଜିର ଖବର ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ ନୂଆଦିଲ୍ଲୀ : ଦେଶରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ଏବଂ ଅଙ୍ଗ ପ୍ରତିରୋପଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସୋମବାର 16ତମ ଭାରତୀୟ ଅଙ୍ଗଦାନ ଦିବସ ପାଳନ କରାଯାଇଛି।…