ଆଜିର ଖବର ସୋଆରେ ‘ଇ – ସମିଟ ୨୦୨୪’ ଉଦ୍ଘାଟିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଆଜି ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ…