ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଷ୍ଟ୍ରପତି ପୁରସ୍କାର ମନୋନିତ ଶିକ୍ଷକ ଈଶ୍ବର ଚନ୍ଦ୍ର ଭୁବନେଶ୍ୱର : ଚଳିତ ଗୁରୁଦିବସ ଅବସରରେ ରାଷ୍ଟ୍ରପତିଙ୍କଠାରୁ ଓଡ଼ିଶାର ଶ୍ରୀ ଈଶ୍ୱର ଚନ୍ଦ୍ର ନାୟକ ଜାତୀୟ ଶିକ୍ଷକ ପୁରସ୍କାର ପାଇବେ । ଜାତୀୟ ଶିକ୍ଷକ ପୁରସ୍କାର ତାଲିକାରେ…