ଆଜିର ଖବର ସ୍କୁଲ ଭିତ୍ତିଭୂମି ଓ ଉଚ୍ଚଶିକ୍ଷାର ଅଗ୍ରଗତି ସମ୍ପର୍କରେ ବିଗତ ୧୦ ବର୍ଷର ହିସାବ ଦେଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଭାରତକୁ ଏକବିଂଶ ଶତାବ୍ଦୀର ଜ୍ଞାନ ଅର୍ଥନୀତିରେ ପରିଣତ କରିବା ପାଇଁ ଜୋରଦାର ପ୍ରୟାସ କରୁଛନ୍ତି। ଏହି ଦଶନ୍ଧି ଭାରତର ଶିକ୍ଷା…