ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: ଓଡ଼ିଶାର ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ କ୍ୟାମ୍ପସ ରାଜନୀତି ପୁନରୁଜ୍ଜୀବିତ ହେବାକୁ ଯାଉଛି। ଦୀର୍ଘ ୮ ବର୍ଷର ଦୀର୍ଘ ବ୍ୟବଧାନ ପରେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ…