ଆଜିର ଖବର ଅମ୍ଳଜାନ ଅଭାବ ଓ ଯୋଗାଣ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା: ସୀମା ଶୁଳ୍କ ଛାଡ ନେଇ ଘୋଷଣା ନୂଆଦିଲ୍ଲୀ: ଅମ୍ଳଜାନ ଅଭାବ ଓ ଯୋଗାଣ ନେଇ ଆଜି ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି। ଆଜିର ଏହି ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛି।…