ଜାତୀୟ ଖବର ହାଇକୋର୍ଟ ନ୍ୟାୟିକ ଅଭିଲେଖାଗାରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟିକ ଅଭିଲେଖାଗାର ନ୍ୟାୟପାଳିକାର ପ୍ରଗତିଶୀଳ ଦୃଷ୍ଟିକୋଣର ପ୍ରତିଫଳନ। ଏହା ନ୍ୟାୟ ପ୍ରଶାସନଠାରୁ ଆଗକୁ ଯାଇ ଇତିହାସ, ସଂସ୍କୃତି ଓ ଶିକ୍ଷାର ପରିସରକୁ…