ଉଚ୍ଚ ପ୍ରାଥମିକ ବିଦ୍ୟାଳୟ

ବାଣପୁର: ବାଣପୁର ବ୍ଲକ ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଘାସଡିହଗ୍ରାମ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ…