ଆଞ୍ଚଳିକ ବାଣପୁର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରୀୟ ଯୁବଵିକାଶ କାର୍ଯ୍ୟକ୍ରମର ଉଦଯାପନୀର ମହାସମାରୋହ ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶା ସରକାରଙ୍କ ଯୁବବିକାଶ କାର୍ଯ୍ୟକ୍ରମର ଉଦଯାପନୀ ମହାସମାରୋହ ଆଜି ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର ଅଡିଟୋରିୟମରେ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ପୂର୍ବତନ…