ଉଜ୍ଜ୍ବଳ ଭାରତ–ଉଜ୍ଜ୍ବଳ ଭବିଷ୍ୟ ଶକ୍ତି

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। ଏହାର ଅଂଶବିଶେଷ ସ୍ବରୂପ ଭାରତ ସରକାର ଶକ୍ତି ମନ୍ତ୍ରଣାଳୟ…