ଆଜିର ଖବର ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତପ୍ତ ହୋଇଛି ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ। ବାଣୀ ବିହାରରେ ବିଳମ୍ବିତ ରାତିରେ ବୋମା ଫୁଟିବା ଭଳି ପ୍ରଚଣ୍ଡ ଶବ୍ଦ ଶୁଣିବାକୁ…