PIB_NEWS ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା – ପିଏମୟୁୱାଇ)ର ଭିଡିଓ କନଫରେନ୍ସିଂ ଯୋଗେ ଶୁଭାରମ୍ଭ…