ଆଜିର ଖବର ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶା–ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର…