ଆଜିର ଖବର ସୌର ପିଭି ମଡ୍ୟୁଲର ଜାତୀୟ କାର୍ଯ୍ୟକ୍ରମ ପାଇଁ ଉତ୍ପାଦନ ଆଧାରିତ ପ୍ରୋତ୍ସାହନ ଯୋଜନାକୁ ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଉଚ୍ଚଦକ୍ଷତା ବିଶିଷ୍ଟ ସୌର ପିଭି ମଡ୍ୟୁଲରେ ଗିଗାୱାଟ ଆଧାରିତ ଉତ୍ପାଦନ କ୍ଷମତା ହାସଲ କରିବା ଲକ୍ଷ୍ୟ…