ଆଜିର ଖବର ବେଙ୍ଗାଲୁରୁରେ ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦…