ବିଶେଷ ଖବର ‘ସଷ୍ଟେନ: ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ଭୁବନେଶ୍ବରରେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅବସରରେ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଭୁବନେଶ୍ବରସ୍ଥିତ…