ଉଦ୍‌ଯାପନୀ ଉତ୍ସବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୬ଟାରେ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମଠାରେ ଡ. ଭୂପେନ ହଜାରିକାଙ୍କ ଜନ୍ମ ଶତବାର୍ଷିକୀ ସମାରୋହର ଉଦଯାପନୀ ଉତ୍ସବରେ ଅଂଶଗ୍ରହଣ କରିବେ।…