ଆଜିର ଖବର ସନାତନ ଧର୍ମ ଉପରେ ବିବାଦୀୟ ମନ୍ତବ୍ୟ ମାମଲା: ଉଦୟନିଧି ଓ ଏ ରାଜାଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: ସନାତନ ଧର୍ମ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ତାମିଲନାଡୁର ମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ ସୁପ୍ରିମକୋର୍ଟ ଆଜି ନୋଟିସ ଜାରି କରିଛନ୍ତି।…