ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ…