ଆଜିର ଖବର ଜାମ୍ମୁ ଏବଂ କାଶ୍ମୀରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଶ୍ରୀନଗର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମ୍ମୁ ଏବଂ କାଶ୍ମୀରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ସହିତ କଟରାରୁ ଶ୍ରୀନଗର ପର୍ଯ୍ୟନ୍ତ କାଶ୍ମୀର ଉପତ୍ୟକାର…