ଆଜିର ଖବର ପୂର୍ବତଟ ରେଳପଥ ବାତ୍ୟା ‘ଜାୱାଦ’ ପ୍ରତି ରହିଛି ସତର୍କ, ଉପଯୁକ୍ତ ନିରାପତ୍ତା ମୂଳକ ସାବଧାନତା ଗ୍ରହଣ ଭୁବନେଶ୍ବର: ପୂର୍ବ ତଟ ରେଳପଥ ବାତ୍ୟା ଜାୱାଦର ପ୍ରଭାବକୁ ଏଡ଼ାଇବା ପାଇଁ ଆହ୍ୱାନମୂଳକ ପଦକ୍ଷେପ ଗ୍ରହଣ କରିଛି। ଅତୀତର ଅଭିଜ୍ଞତାରୁ ପାଣିପାଗ ବିଭାଗର ପୂର୍ବାନୁମାନରୁ ଏହା ସହାୟତା…