ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ଓଡିଶା ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ…