ଆଜିର ଖବର ଅଯୋଧ୍ୟାରେ ଭୂମିପୂଜା ଉପଲକ୍ଷେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପଢୁଥିଲେ ରାମାୟଣ ନୂଆଦିଲ୍ଲୀ, ଅଯୋଧ୍ୟାରେ ରାମମନ୍ଦିର ଭୂମି ପୂଜା ପ୍ରାୟ ସମସ୍ତ ଭାରତୀୟଙ୍କୁ ଉତ୍ସାହିତ କରିଛି। ବହୁ ବାଦବିଦାଦ ପରେ ବର୍ତ୍ତମାନ ଅଯୋଧ୍ୟାରେ ରାମମନ୍ଦିର ପ୍ରତିଷ୍ଠା ସମ୍ଭବ ହୋଇଥିବାରୁ ତାହା…