ଆଜିର ଖବର ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା ରଣପୁର: ପବିତ୍ର ଗୁରୁ ଦିବସ ଅବସରରେ ରଣପୁର ମଣିନାଗ କଲ୍ୟାଣ ମଣ୍ଡପ ପରିସରରେ ଏକ ଭବ୍ୟ ସାମୂହିକ ଗୁରୁପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରଣପୁରର ମାନ୍ୟବର ବିଧାୟିକା…