ଆଜିର ଖବର ଭଞ୍ଜନଗରରେ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ଛତ୍ରପୁର: ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ (ଜେଲ୍ ପଡିଆ)ରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି। ଏହି ମେଳା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ।…