ଆଞ୍ଚଳିକ ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ ବାଣପୁର: ସାକ୍ଷର ହେବା, ପଢିବା, ଲେଖିବା ଏବଂ ସଂଖ୍ୟା ଜ୍ଞାନ ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଆବଶ୍ୟକତା ଯାହାକୁ ସୁନିଶ୍ଚିତ କରିବା ପାଇଁ ଜାତୀୟ ଶିକ୍ଷା ନୀତି…