ଆଜିର ଖବର ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ ରଣପୁର: ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷର ପ୍ରଥମ ପରୀକ୍ଷା ରବିବାର ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସୁଚାରୁ…