ଆଜିର ଖବର ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଋଣ ସୀମା ବର୍ତ୍ତମାନର ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି ନୂଆଦିଲ୍ଲୀ: କେନ୍ଦ୍ର ବଜେଟ ୨୦୨୪-୨୫ରେ ଅର୍ଥମନ୍ତ୍ରୀ ୨୩ ଜୁଲାଇ ୨୦୨୪ରେ କରିଥିବା ଘୋଷଣା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମୱାଇ) ଅଧୀନରେ ମୁଦ୍ରା ଋଣର ସୀମା ବର୍ତ୍ତମାନର…