ଜାତୀୟ ଖବର ବିଜେଡିର ନେତା ମୁଖ୍ୟମନ୍ତ୍ରୀ ହେବା ପାଇଁ ଭାବିଥିଲେ, ବୈଜୟନ୍ତଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ ଭୁବନେଶ୍ବର: ବିଜେଡିର ନେତା ମୁଖ୍ୟମନ୍ତ୍ରୀ ହେବା ପାଇଁ ଚାହୁଥିଲେ। ସେଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ବୋଲି ଅପ୍ରଚାର କରିବାରେ ଲାଗିଥିଲେ। ସେ ଚାହୁଁଥିଲେ ମୁଖ୍ୟମନ୍ତ୍ରୀଙ୍କ ଦେହ…