ଜାତୀୟ ଖବର ଆଜି ଏଏନ୍ଟିଏଫ୍ ମୁଖ୍ୟମାନଙ୍କ ୩ୟ ସମ୍ମିଳନୀ ଉଦ୍ଘାଟନ କରିବେ ଅମିତ ଶାହ ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଅର୍ଥାତ ମଙ୍ଗଳବାର, ୨୨ ସେପ୍ଟେମ୍ବର ୨୦୨୬ରେ ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଆଣ୍ଟି-ନାର୍କୋଟିକ୍ସ…