ଜାତୀୟ ଖବର ଆଜି ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଦେବେ ଯୋଗ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଗୁଜରାଟ ଗସ୍ତ କରିବେ। ଆଜି ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା…