ବିଶେଷ ଖବର ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ଦିବସ: ଏକାଡେମିକ ବ୍ଲକ ଓ ଭାସ୍କର୍ଯ୍ୟ ଉଦ୍ୟାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍ଘାଟିତ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସମାରୋହକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ବିଶ୍ବବିଦ୍ୟାଳୟର ୩ଟି…