ଆଜିର ଖବର ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ମହୀଶୂର: ଆମ ଶିକ୍ଷା ବ୍ୟବସ୍ଥା ଅଧିକ ସ୍ୱଦେଶୀ ଅଭିମୁଖୀ ହେବା ଆବଶ୍ୟକ। ଶିକ୍ଷାର ପ୍ରକୃତ ଉଦ୍ଦେଶ୍ୟ ହେଉଛି ଜଣେ ସାମଗ୍ରିକ ମାନବର ନିର୍ମାଣ କରିବା, ଯିଏ ନିଜର ସାଂସ୍କୃତିକ…