ଆଜିର ଖବର ଏକୀକୃତ ପେନ୍ସନ୍ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରି: ଜାଣନ୍ତୁ ୟୁପିଏସ ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ କ’ଣ? ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଏକୀକୃତ ପେନସନ୍ ଯୋଜନା (ୟୁପିଏସ୍)କୁ ମଞ୍ଜୁରି ମିଳିଛି। ୟୁପିଏସ୍ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ…