ଆଜିର ଖବର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କଲେ କନେଷ୍ଟବଳ, ହାବିଲଦାର ଓ ସିପାହୀ ସଂଘ ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି।…