ଆଜିର ଖବର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡା ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡା ରାଷ୍ଟ୍ରୀୟ ରାଜଧାନୀରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଏକ୍ସର ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ ପୋଷ୍ଟ କରିଛନ୍ତି; “ଆମର…