ଅନ୍ତରାଷ୍ଟ୍ରୀୟ ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦, ଜାଣନ୍ତୁ କେମିତି ରହିବ ସମ୍ଭାବ୍ୟ ଏକାଦଶ ଏବଂ ପାଣିପାଗ ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି (ଜୁଲାଇ 9) ବର୍ମିଂହାମର ଏଜବାଷ୍ଟନ୍ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ।…