ଆଜିର ଖବର ଏନଆଇଟି ରାଉରକେଲାରେ ୨୦୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ରାଉରକେଲା: ରାଉରକେଲା ଏଆଇଟି ଶିକ୍ଷାନୁଷ୍ଠାନରୁ ବାହାରୁଥିବା ଛାତ୍ରଛାତ୍ରୀମାନେ ନିଜସ୍ୱ ଷ୍ଟାର୍ଟଅପ୍ ମାଧ୍ୟମରେ ହଜାର ହଜାର ଲୋକଙ୍କୁ ନିଯୁକ୍ତି ଦେବାର ସାମର୍ଥ୍ୟ ରଖୁଛନ୍ତି। ଆଗାମୀ ଦିନରେ ସମାଜର ଜଟିଳ…