ବିଶେଷ ଖବର ୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ ରାୟପୁର: ଛତିଶଗଡ଼ର ବହୁଚର୍ଚ୍ଚିତ ୨୦୧୩ ଝିରମ୍ ଘାଟି ମାଓବାଦୀ ଆକ୍ରମଣ ମାମଲାରେ ସ୍ୱତନ୍ତ୍ର ଏନଆଇଏ କୋର୍ଟ ଏକ ଐତିହାସିକ ରାୟ ଶୁଣାଇଛନ୍ତି। ଜଗଦଲପୁର ସ୍ଥିତ କୋର୍ଟର ସ୍ୱତନ୍ତ୍ର…