ଜାତୀୟ ଖବର ରୋଚକ ମୋଡରେ ସମ୍ବଲପୁର ଲୋକସଭା ନିର୍ବାଚନ, ଏନଏଚ ପ୍ରସଂଗ ନେଇ ଧର୍ମେନ୍ଦ୍ରଙ୍କୁ ବାଣ ମାରିଲେ ପ୍ରଣବ ଦାସ ଭୁବନେଶ୍ବର: ଧୀରେ ଧୀରେ ଏକ ରୋଚକ ମୋଡକୁ ଯାଉଛି ସମ୍ବଲପୁର ଲୋକସଭା ନିର୍ବାଚନ। ସାରା ଓଡିଶାର ବର୍ତ୍ତମାନ ସମ୍ବଲପୁର ନିର୍ବାଚନ ଉପରେ ଆଖି। କାରଣ ହେଲା ଏହି…