ବିଶେଷ ଖବର ବଜେଟ୍ ପୂର୍ବରୁ ସର୍ବଦଳୀୟ ବୈଠକ ଆଜି, ଅପରାହ୍ନ ୩ ଟା ରେ ଏନଡିଏ ବୈଠକ ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ସରକାର ଆଜି ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ…