ଆଜିର ଖବର ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ସଂଶୋଧିତ ଜାତୀୟ କାର୍ଯ୍ୟକ୍ରମକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ସଂଶୋଧିତ ଜାତୀୟ କାର୍ଯ୍ୟକ୍ରମ (ଏନପିଡିଡି)କୁ ମଞ୍ଜୁରି ମିଳିଛି।…