ଆଜିର ଖବର ଲାଲ ଚନ୍ଦନର ସଂରକ୍ଷଣ ଏବଂ ସୁରକ୍ଷା ପାଇଁ ଓଡ଼ିଶା ବନ ବିଭାଗକୁ 29.40 ଲକ୍ଷ ପ୍ରଦାନ କଲା ଏନବିଏ ଭୁବନେଶ୍ଵର: ଜାତୀୟ ଜୈବ ବିବିଧତା ପ୍ରାଧିକରଣ (ଏନବିଏ) ଲାଲ ଚନ୍ଦନ ଗଛର ସଂରକ୍ଷଣ ଏବଂ ସୁରକ୍ଷା ପାଇଁ ଉପଲବ୍ଧତା ଏବଂ ଲାଭ ଆବଣ୍ଟନ (ଏବିଏସ) ବ୍ୟବସ୍ଥା ଅଧୀନରେ…