ଆଜିର ଖବର ଏନସିଆରଏଫ ଖସଡ଼ାକୁ ସର୍ବୋତ୍ତମ କରିବା ପାଇଁ ଜନ ପରାମର୍ଶର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ସ୍କିଲିଂ ପାଇଁ ନ୍ୟାସନାଲ…