ଆଜିର ଖବର ୬୨ ତମ ପ୍ରତିଷ୍ଠା ଦିବସ ପାଳନ କଲା ଭୁବନେଶ୍ବରର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ ତମ ପ୍ରତିଷ୍ଠା ଦିବସ ଆଜି ପ୍ରତିଷ୍ଠାନ ପରିସରରେ ଥିବା ନୂତନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ…