ଆଜିର ଖବର ଓମ୍ବାଡସି ସହାୟତାରେ ଯାଜପୁରର ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ବିଜ୍ଞାନ ବିଭାଗ ପାଇଛି ନୂଆ ରୂପ ଯାଜପୁର/ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ କ୍ୟାରିୟରକୁ ଏକ ନୂଆ ମୋଡ଼ ଦେବାରେ କଲେଜ ଶିକ୍ଷାର ଏକ ବଡ଼ ଭୂମିକା ରହିଛି। ଏଥିପାଇଁ ବିଭିନ୍ନ କଲେଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ…